ଗୁରୁବାର ଲୋକସେବା ଭବନ ସମ୍ମିଳନୀ କକ୍ଷରେ କେନ୍ଦ୍ରସରକାରଙ୍କ ମିନିରତ୍ନ କମ୍ପାନୀ ୱାପ୍କୋସ୍ (WAPCOS)ର ପ୍ରତିନିଧି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ବୈଠକ କରିଛନ୍ତି । ଏହି ବୈଠକରେ ଶକ୍ତି, ଜଳସେଚନ ଓ ଭିତ୍ତିଭୂମି ବିକାଶ ନେଇ ଆଲୋଚନା କରିଥିଲେ ।
🔴 Live ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୁଭଦ୍ରା'ର ଶୁଭାରମ୍ଭ କରୁଛନ୍ତି // ୧୭ ସେପ୍ଟେମ୍ବର, ୨୦୨୪
🔴 Live ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୁଭଦ୍ରା'ର ଶୁଭାରମ୍ଭ କରୁଛନ୍ତି // ୧୭ ସେପ୍ଟେମ୍ବର, ୨୦୨୪
ରାଉରକେଲା, ବ୍ରହ୍ମପୁର ସମେତ ୬ଟି ସହରକୁ ଯୋଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ୍, ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ ।
କେନ୍ଦ୍ର ପଶୁ ପାଳନ ଓ ଦୁଗ୍ଧ ଉତ୍ପାଦନ ବିଭାଗ ପକ୍ଷରୁ ଲୋକସେବା ଭବନ Convention center ଠାରେ ଆୟୋଜିତ ମୌସୁମୀ ବୈଠକ (Monsoon Meet) କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ।
🔴 Live ନିଯୁକ୍ତି ମେଳା // ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ନିଯୁକ୍ତିପତ୍ର ପ୍ରଦାନ କାର୍ଯ୍ୟକ୍ରମ
🔴Live ନିଯୁକ୍ତି ମେଳା // ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ନିଯୁକ୍ତିପତ୍ର ପ୍ରଦାନ କାର୍ଯ୍ୟକ୍ରମ
ବିଧାନସଭା କାର୍ଯ୍ୟାଳୟ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବଙ୍ଗୋପ ସାଗର ରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ହୋଇଥିବା କ୍ଷୟକ୍ଷତି ଓ ଏହାର ମୁକାବିଲା ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିଛନ୍ତି । ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ଏବଂ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓ ରଞ୍ଜନ ସିଂହ ମୁଖ୍ୟମନ୍ତ୍ରୀଙ୍କୁ ଏ ସମ୍ବନ୍ଧରେ ଅବଗତ କରାଇଥିଲେ।
ଓଡ଼ିଶାରେ ଚାଲିବ ୩ ଟି ନୂତନ ବନ୍ଦେ ଭାରତ ଟ୍ରେନ ।
ନୂତନ ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ କେନ୍ଦ୍ର ରେଳ ମନ୍ତ୍ରୀ ।
ସୁଭଦ୍ରା ପୋର୍ଟାଲ’ର ହେଲା ଶୁଭାରମ୍ଭ । ସେପ୍ଟେମ୍ବର ୪ରୁ ସୁଭଦ୍ରା ପାଇଁ ଆବେଦନ କରିବାକୁ ଫର୍ମ ଉପଲବ୍ଧ ହେବ ଏବଂ ରାକ୍ଷୀ ପୂର୍ଣ୍ଣିମାର କିସ୍ତି ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନ ଅବସରରେ ପ୍ରଦାନ କରାଯିବ ।
୧୦୦ ଜିବି ମାଗଣା କ୍ଲାଉଡ୍ ଷ୍ଟୋରେଜ୍ ପ୍ରଦାନ କରିବ ଜିଓ ।
MBBS ପାଠ୍ୟକ୍ରମ ପାଇଁ ଯୋଗ୍ୟ ବିବେଚିତ ହୋଇଥିବା ପ୍ରଥମ ବଣ୍ଡା ଜନଜାତି ବର୍ଗର ଛାତ୍ର ଶ୍ରୀ ମଙ୍ଗଳା ମୁଦୁଲି ଙ୍କୁ ଲୋକସେବା ଭବନ ରେ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ।
ରାଜ୍ୟସଭାକୁ ମମତା ମହାନ୍ତ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ । ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ।
ଓଡିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟର 63 ତମ ପ୍ରତିଷ୍ଠା ଦିବସ
ଓଡିଶାରେ ଶସ୍ୟ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ OUATର ବହୁତ ବଡ ଅବଦାନ ଅଛି ପନିପରିବା, ମାଛ ଓ ତୈଳବୀଜ ଉତ୍ପାଦନରେ ସ୍ବାବଲମ୍ବୀ ହେବା ପାଇଁ କୃଷି ବିଶ୍ବବିଦ୍ୟାଳୟର ବୈଜ୍ଞାନିକମାନେ ନୂତନ ଜ୍ଞାନକୌଶଳର ବିକାଶ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ..