Dalei Odisha

Dalei Odisha 2 ପ୍ରତିଦିନ ମୁଁ ତୁମ୍ଭର ପ୍ରଶଂସା କରେ। ଗୀତସଂହିତା 145

12 - ତାହା ହେଉଛି, ଯାହାକି ଦୁଷ୍ଟମାନେ ଗ୍ଭହାନ୍ତି। ସେମାନଙ୍କ ପାଖରେ ଚିନ୍ତା ନାହିଁ, ଏବଂ ସେମାନେ ଧନୀରୁ ଅଧିକ ଧନୀ ହେଉଛନ୍ତି।13 କାହିଁକି ...
27/04/2024

12 - ତାହା ହେଉଛି, ଯାହାକି ଦୁଷ୍ଟମାନେ ଗ୍ଭହାନ୍ତି।
ସେମାନଙ୍କ ପାଖରେ ଚିନ୍ତା ନାହିଁ, ଏବଂ ସେମାନେ ଧନୀରୁ ଅଧିକ ଧନୀ ହେଉଛନ୍ତି।
13 କାହିଁକି ମୁଁ ମୋର ହୃଦୟକୁ ପବିତ୍ର କରିଛି?
କାହିଁକି ନିର୍ଦ୍ଦୋଷତାରେ ମୋର ହସ୍ତ ପ୍ରକ୍ଷାଳନ କରିଅଛି?

ଗୀତସଂହିତା 73
Psalm

10  - ଏପରିକି ଧାର୍ମିକ ଲୋକମାନେ ସେମାନଙ୍କ ପ୍ରତି ଆକୃଷ୍ଟ ହୁଅନ୍ତି, ସେମାନେ ଯାହା କୁହନ୍ତି ଏମାନେ ତାହା ପାଳନ କରନ୍ତି।11 - ସେହି ଦୁଷ୍ଟ ଲ...
27/04/2024

10 - ଏପରିକି ଧାର୍ମିକ ଲୋକମାନେ ସେମାନଙ୍କ ପ୍ରତି ଆକୃଷ୍ଟ ହୁଅନ୍ତି,
ସେମାନେ ଯାହା କୁହନ୍ତି ଏମାନେ ତାହା ପାଳନ କରନ୍ତି।
11 - ସେହି ଦୁଷ୍ଟ ଲୋକମାନେ କହନ୍ତି, “ପରମେଶ୍ୱର ଜାଣି ନାହାନ୍ତି ଆମ୍ଭେ ଯାହା କରୁଛୁ।
ସର୍ବୋପରିସ୍ଥ ପରମେଶ୍ୱର ଏହା ଜାଣନ୍ତି ନାହିଁ!”

ଗୀତସଂହିତା 73
Psalm

27/04/2024

11 Let the extortioner catch all that he hath;
and let the strangers spoil his labour. 12 Let there be
none to extend mercy unto him: neither let there
be any to favour his fatherless children.

Psalm 109

27/04/2024
08/04/2024
10 ଏପରିକି ଧାର୍ମିକ ଲୋକମାନେ ସେମାନଙ୍କ ପ୍ରତି ଆକୃଷ୍ଟ ହୁଅନ୍ତି,      ସେମାନେ ଯାହା କୁହନ୍ତି ଏମାନେ ତାହା ପାଳନ କରନ୍ତି।   11 ସେହି ଦୁଷ୍...
26/03/2024

10 ଏପରିକି ଧାର୍ମିକ ଲୋକମାନେ ସେମାନଙ୍କ ପ୍ରତି ଆକୃଷ୍ଟ ହୁଅନ୍ତି, ସେମାନେ ଯାହା
କୁହନ୍ତି ଏମାନେ ତାହା ପାଳନ କରନ୍ତି। 11 ସେହି ଦୁଷ୍ଟ ଲୋକମାନେ କହନ୍ତି,
“ପରମେଶ୍ୱର ଜାଣି ନାହାନ୍ତି ଆମ୍ଭେ ଯାହା କରୁଛୁ। ସର୍ବୋପରିସ୍ଥ ପରମେଶ୍ୱର
ଏହା ଜାଣନ୍ତି ନାହିଁ!” 12 ତାହା ହେଉଛି, ଯାହାକି ଦୁଷ୍ଟମାନେ ଗ୍ଭହାନ୍ତି।
ସେମାନଙ୍କ ପାଖରେ ଚିନ୍ତା ନାହିଁ, ଏବଂ ସେମାନେ ଧନୀରୁ ଅଧିକ ଧନୀ ହେଉଛନ୍ତି।
ଗୀତସଂହିତା 73
Psalm

7 ସେମାନେ ଯାହା ଗ୍ଭହାନ୍ତି ତାହା କରନ୍ତି।      ଯଦି ସେମାନେ କିଛି ଦେଖନ୍ତି ଓ ପସନ୍ଦ କରନ୍ତି, ସେମାନେ ତାକୁ ଯେକୌଣସି ପ୍ରକାରେ ହାସଲ କରିଥା...
26/03/2024

7 ସେମାନେ ଯାହା ଗ୍ଭହାନ୍ତି ତାହା କରନ୍ତି। ଯଦି ସେମାନେ କିଛି ଦେଖନ୍ତି ଓ ପସନ୍ଦ କରନ୍ତି, ସେମାନେ ତାକୁ ଯେକୌଣସି ପ୍ରକାରେ ହାସଲ କରିଥା’ନ୍ତି। 8 ସେମାନେ ଅନ୍ୟମାନଙ୍କୁ ଉପହାସ କରନ୍ତି ଓ ସେମାନଙ୍କ ବିରୁଦ୍ଧରେ କଥାଗୁଡ଼ିକ କହନ୍ତି। ସେମାନେ ଅହଂକାରୀ ଓ ଗର୍ବୀ ଅଟନ୍ତି। ସେମାନେ ଧମକ ଦିଅନ୍ତି ଯେ, ଅନ୍ୟମାନଙ୍କର ଉପକାରୀତାକୁ ଉତ୍ପୀଡ଼ନ କରିବେ। 9 ସେହି ଗର୍ବୀ ଲୋକମାନେ ନିଜକୁ ଦେବତା ବୋଲି ଭାବନ୍ତି। ସେମାନେ ଭାବନ୍ତି ସେମାନେ ହେଉଛନ୍ତି ଏହି ଭୂଖଣ୍ଡର ଅଧିପତି।
ଗୀତସଂହିତା 73
Psalm

4 ସେହି ଲୋକମାନଙ୍କୁ ସୁସ୍ଥ ହୋଇ ବଞ୍ଚିବାକୁ    କୌଣସି ସଂଗ୍ରାମ କରିବାକୁ ପଡ଼ୁନାହିଁ।5 ସେହି ଗର୍ବୀ ଲୋକମାନେ ଅନ୍ୟ ଲୋକଙ୍କ ପରି କୌଣସି କଷ୍ଟ...
26/03/2024

4 ସେହି ଲୋକମାନଙ୍କୁ ସୁସ୍ଥ ହୋଇ ବଞ୍ଚିବାକୁ
କୌଣସି ସଂଗ୍ରାମ କରିବାକୁ ପଡ଼ୁନାହିଁ।
5 ସେହି ଗର୍ବୀ ଲୋକମାନେ ଅନ୍ୟ ଲୋକଙ୍କ ପରି କୌଣସି କଷ୍ଟରେ ପଡ଼ନ୍ତି ନାହିଁ।
ସେମାନେ ଅନ୍ୟ ମନୁଷ୍ୟମାନଙ୍କ ପରି ଦୁଃଖ ପାଆନ୍ତି ନାହିଁ।
6 ସେମାନେ ଗର୍ବକୁ ରାଜାର ହାରପରି ପରିଧାନ କରନ୍ତି
ଏବଂ ଆକର୍ଷଣୀୟ ବସ୍ତ୍ର ପିନ୍ଧି ବାହାରକୁ ସୁନ୍ଦର ଦେଖାଯା’ନ୍ତି।
ଗୀତସଂହିତା 73
Psalm

1- ପରମେଶ୍ୱର ସତରେ ଇସ୍ରାଏଲର ମଙ୍ଗଳକାରୀ।    ଯେଉଁମାନଙ୍କର ହୃଦୟ ପବିତ୍ର ସେମାନଙ୍କ ନିମନ୍ତେ ପରମେଶ୍ୱର ମଙ୍ଗଳମୟ ଅଟନ୍ତି।2 କିନ୍ତୁ ମୋ’ ଅନ...
26/03/2024

1- ପରମେଶ୍ୱର ସତରେ ଇସ୍ରାଏଲର ମଙ୍ଗଳକାରୀ।
ଯେଉଁମାନଙ୍କର ହୃଦୟ ପବିତ୍ର ସେମାନଙ୍କ ନିମନ୍ତେ ପରମେଶ୍ୱର ମଙ୍ଗଳମୟ ଅଟନ୍ତି।
2 କିନ୍ତୁ ମୋ’ ଅନୁସାରେ, ମୋର ପାଦ ପ୍ରାୟ ଖସିଗଲା।
ମୋର ବିଶ୍ୱାସ ପ୍ରାୟ ହରାଇଲି। 3 ମୁଁ ଗର୍ବୀ ଓ ଲୋକମାନଙ୍କ ପ୍ରତି ଈର୍ଷାପରାୟଣ ହୋଇଗଲି, ଯେତେବେଳେ ସେମାନେ କୃତକାର୍ଯ୍ୟ ହେଉଥିବାର ଦେଖିଲି।
ଗୀତସଂହିତା 73
Psalm

26/03/2024

💗🌱💗 He that is slow to anger is better than
the mighty; and he that ruleth his spirit than
he that taketh a city. Proverbs 16:32 💗🌱💗

26/03/2024

13 - But now in Christ Jesus you who once were far off have been brought near by the blood of Christ. 14 - For he himself is our peace, who has made us both one and has broken down in his flesh the dividing wall of hostility Ephesians 2

12/02/2024

As soon as Jesus was baptized, he went up out of the water.
At that moment heaven was opened, and he saw the
Spirit of God descending like a dove
and alighting on him. Matthew 3:16 ⚘️❤️⚘️❤️⚘️❤️⚘️💜

31/01/2024

If you do not listen to him and if you do not purpose in your heart to give honor to my name, says the Lord of hosts, I will send a curse against you and curse your blessings; and I have already cursed them, because you do not take it into your hearts.
Malachi 2:2

31/01/2024

8 Ina ƙaunar in aikata nufinka sosai,
ya Allah!
Ina riƙe da koyarwarka a zuciyata.”

Zab 40
HAU

31/01/2024
31/01/2024
31/01/2024

കാണാതെപോയതിനെ കണ്ടുപിടിച്ചു രക്ഷിക്കാനാണ്
മനുഷ്യപുത്രൻ വന്നത് എന്നു പറഞ്ഞു.

ലൂക്കോസ് 19:10

20 ସଦାପ୍ରଭୁ ସେହିମାନଙ୍କୁ ରକ୍ଷା କରନ୍ତି ଯେଉଁମାନେ ତାଙ୍କୁ ଭଲ ପାଆନ୍ତି,    ମାତ୍ର ସମସ୍ତ ଦୁଷ୍ଟ ଲୋକମାନଙ୍କୁ ଧ୍ୱଂସ କରିବେ।21 ମୁଁ ସଦାପ...
12/01/2024

20 ସଦାପ୍ରଭୁ ସେହିମାନଙ୍କୁ ରକ୍ଷା କରନ୍ତି ଯେଉଁମାନେ ତାଙ୍କୁ ଭଲ ପାଆନ୍ତି,
ମାତ୍ର ସମସ୍ତ ଦୁଷ୍ଟ ଲୋକମାନଙ୍କୁ ଧ୍ୱଂସ କରିବେ।
21 ମୁଁ ସଦାପ୍ରଭୁଙ୍କର ପ୍ରଶଂସା କରିବି!
ସମୁଦାୟ ପ୍ରାଣୀ ଅନନ୍ତକାଳ ତାହଙ୍କର ପବିତ୍ର ନାମର ପ୍ରଶଂସା କରିବା ଉଚିତ୍।
ଗୀତସଂହିତା 145 ------ Psalm

18 ସଦାପ୍ରଭୁ ସମସ୍ତ ପ୍ରାର୍ଥନାକାରୀଙ୍କର ନିକଟବର୍ତ୍ତୀ ଅଟନ୍ତି,    ଯେଉଁମାନେ ତାଙ୍କୁ ସାହାଯ୍ୟ ପାଇଁ ଡାକନ୍ତି।19 ସେ ଆପଣା ଅନୁସରଣକାରୀମାନ...
12/01/2024

18 ସଦାପ୍ରଭୁ ସମସ୍ତ ପ୍ରାର୍ଥନାକାରୀଙ୍କର ନିକଟବର୍ତ୍ତୀ ଅଟନ୍ତି,
ଯେଉଁମାନେ ତାଙ୍କୁ ସାହାଯ୍ୟ ପାଇଁ ଡାକନ୍ତି।
19 ସେ ଆପଣା ଅନୁସରଣକାରୀମାନଙ୍କ ବାଞ୍ଚା ପୂର୍ଣ୍ଣ କରନ୍ତି।
ସେ ସେମାନଙ୍କର ଗୁହାରି ଶୁଣନ୍ତି ଏବଂ ସେମାନଙ୍କୁ ରକ୍ଷା କରନ୍ତି।
ଗୀତସଂହିତା 145 ------ Psalm

16 ହେ ସଦାପ୍ରଭୁ, ତୁମ୍ଭେ ଆପଣା ହସ୍ତ ମେଲାଇ    ପ୍ରତ୍ୟେକ ପ୍ରାଣୀର କାମନା ପୂର୍ଣ୍ଣ କରୁଛ।17 ସଦାପ୍ରଭୁ ଯାହାକିଛି କରନ୍ତି ତାହା ଉତ୍ତମ    ...
12/01/2024

16 ହେ ସଦାପ୍ରଭୁ, ତୁମ୍ଭେ ଆପଣା ହସ୍ତ ମେଲାଇ
ପ୍ରତ୍ୟେକ ପ୍ରାଣୀର କାମନା ପୂର୍ଣ୍ଣ କରୁଛ।
17 ସଦାପ୍ରଭୁ ଯାହାକିଛି କରନ୍ତି ତାହା ଉତ୍ତମ
ଓ ତାଙ୍କର ନିଜର ସମସ୍ତ କାର୍ଯ୍ୟ ବିଶ୍ୱସ୍ତତାକୁ ପ୍ରଦର୍ଶନ କରେ।
ଗୀତସଂହିତା 145 ------ Psalm

14 ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି।    ଏବଂ ନଇଁ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି।15 ହେ ସଦାପ୍ରଭୁ, ସମସ୍ତ ସଜୀବ ପ୍ରାଣୀ ଖା...
12/01/2024

14 ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି।
ଏବଂ ନଇଁ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି।
15 ହେ ସଦାପ୍ରଭୁ, ସମସ୍ତ ସଜୀବ ପ୍ରାଣୀ ଖାଦ୍ୟ ପାଇଁ ତୁମ୍ଭକୁ ଅନାଇଥା’ନ୍ତି।
କାରଣ ଉପଯୁକ୍ତ ସମୟରେ ତୁମ୍ଭେ ଆହାର ଯୋଗାଇ ଥାଅ।
ଗୀତସଂହିତା 145 ------ Psalm

11 ସେମାନେ ତୁମ୍ଭ ରାଜ୍ୟର ଗୌରବ ବ୍ୟକ୍ତ କରନ୍ତୁ        ଓ ତୁମ୍ଭ ପରାକ୍ରମ ବିଷୟରେ କୁହନ୍ତୁ।      12 ତେଣୁ ଅନ୍ୟ ଲୋକମାନେ ତୁମ୍ଭର ମହାନ କ...
12/01/2024

11 ସେମାନେ ତୁମ୍ଭ ରାଜ୍ୟର ଗୌରବ ବ୍ୟକ୍ତ କରନ୍ତୁ ଓ ତୁମ୍ଭ ପରାକ୍ରମ ବିଷୟରେ
କୁହନ୍ତୁ। 12 ତେଣୁ ଅନ୍ୟ ଲୋକମାନେ ତୁମ୍ଭର ମହାନ କାର୍ଯ୍ୟ ବିଷୟରେ ଜାଣିବେ
ଏବଂ ତୁମ୍ଭର ଶାସନ କେତେ ଆଶ୍ଚର୍ଯ୍ୟଜନକ ଓ ମହାନ। 13 ହେ ସଦାପ୍ରଭୁ, ତୁମ୍ଭର
ଶାସନ ଅନନ୍ତକାଳସ୍ଥାୟୀ ରହିବ। ତୁମ୍ଭେ ଅନନ୍ତକାଳ ରାଜତ୍ୱ କରିବ। ସଦାପ୍ରଭୁଙ୍କ
ଉପରେ ବିଶ୍ୱାସ କରାଯାଇ ପାରିବ, ଯାହା ସେ କୁହନ୍ତି। ସେ କରୁଥିବା ସମସ୍ତ କର୍ମ
ଉପରେ ବିଶ୍ୱସ୍ତ। [a]
ଗୀତସଂହିତା 145 ------ Psalm

9 ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ।    ପରମେଶ୍ୱରଙ୍କର ହସ୍ତକୃତ ସମସ୍ତ କର୍ମ ଉପରେ ତାହଙ୍କର ଦୟା ଥାଏ।10 ସଦାପ୍ରଭୁ, ତୁମ୍ଭେ ଯାହା କରିଅ...
12/01/2024

9 ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ।
ପରମେଶ୍ୱରଙ୍କର ହସ୍ତକୃତ ସମସ୍ତ କର୍ମ ଉପରେ ତାହଙ୍କର ଦୟା ଥାଏ।
10 ସଦାପ୍ରଭୁ, ତୁମ୍ଭେ ଯାହା କରିଅଛ, ସେଗୁଡ଼ିକ ସମସ୍ତେ ତୁମ୍ଭର ପ୍ରଶଂସା କରନ୍ତୁ।
ତୁମ୍ଭର ବିଶ୍ୱସ୍ତ ଅନୁସରଣକାରୀମାନେ ତୁମ୍ଭର ଧନ୍ୟବାଦ କରନ୍ତୁ।
ଗୀତସଂହିତା 145 ------ Psalm

7 ଲୋକମାନେ ତୁମ୍ଭର ମହାନ ଉତ୍ତମତା ବିଷୟରେ କୁହନ୍ତୁ    ଓ ସେମାନେ ତୁମ୍ଭ ଧାର୍ମିକତା ବିଷୟରେ ଗାନ କରନ୍ତୁ।8 ସଦାପ୍ରଭୁ ଅତ୍ୟନ୍ତ ଦୟାବାନ, ସହ...
12/01/2024

7 ଲୋକମାନେ ତୁମ୍ଭର ମହାନ ଉତ୍ତମତା ବିଷୟରେ କୁହନ୍ତୁ
ଓ ସେମାନେ ତୁମ୍ଭ ଧାର୍ମିକତା ବିଷୟରେ ଗାନ କରନ୍ତୁ।
8 ସଦାପ୍ରଭୁ ଅତ୍ୟନ୍ତ ଦୟାବାନ, ସହାନୁଭୂତିଶୀଳ,
ଧୈର୍ଯ୍ୟଶୀଳ ଏବଂ ସ୍ନେହଶୀଳ।
ଗୀତସଂହିତା 145 ------ Psalm

5 ତୁମ୍ଭ ଗୌରବ ଓ ମହିମା ଆଶ୍ଚର୍ଯ୍ୟପୂର୍ଣ୍ଣ।    ମୁଁ ତୁମ୍ଭ ଅ‌ଦ୍‌ଭୂତ କର୍ମ ବିଷୟ ଧ୍ୟାନ କରିବି।6 ହେ ସଦାପ୍ରଭୁ, ଲୋକମାନେ ତୁମ୍ଭ ଭୟାନକ କର...
12/01/2024

5 ତୁମ୍ଭ ଗୌରବ ଓ ମହିମା ଆଶ୍ଚର୍ଯ୍ୟପୂର୍ଣ୍ଣ।
ମୁଁ ତୁମ୍ଭ ଅ‌ଦ୍‌ଭୂତ କର୍ମ ବିଷୟ ଧ୍ୟାନ କରିବି।
6 ହେ ସଦାପ୍ରଭୁ, ଲୋକମାନେ ତୁମ୍ଭ ଭୟାନକ କର୍ମର ଶକ୍ତି ବିଷୟରେ ବ୍ୟକ୍ତି କରନ୍ତୁ।
ପୁଣି ମୁଁ ତୁମ୍ଭର ମହାନତା ବିଷୟରେ ପ୍ରଗ୍ଭର କରିବି।
ଗୀତସଂହିତା 145 ------ Psalm

3 ସଦାପ୍ରଭୁ ହେଉଛନ୍ତି ମହାନ ଏବଂ ସେ ଅତ୍ୟନ୍ତ ପ୍ରଶଂସନୀୟ।    ଆମ୍ଭେମାନେ ତାହଙ୍କର ମହାନତାକୁ ପୁରାପୁରି ଜାଣି ପାରିବୁ ନାହିଁ।4 ଲୋକମାନେ ପୁ...
12/01/2024

3 ସଦାପ୍ରଭୁ ହେଉଛନ୍ତି ମହାନ ଏବଂ ସେ ଅତ୍ୟନ୍ତ ପ୍ରଶଂସନୀୟ।
ଆମ୍ଭେମାନେ ତାହଙ୍କର ମହାନତାକୁ ପୁରାପୁରି ଜାଣି ପାରିବୁ ନାହିଁ।
4 ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟା ସକଳର ପ୍ରଶଂସା କରନ୍ତୁ,
ସେମାନେ ତୁମ୍ଭର କାର୍ଯ୍ୟ ବିଷୟରେ କୁହନ୍ତୁ।
ଗୀତସଂହିତା 145 ------ Psalm

Address


Website

Alerts

Be the first to know and let us send you an email when Dalei Odisha posts news and promotions. Your email address will not be used for any other purpose, and you can unsubscribe at any time.

Shortcuts

  • Address
  • Alerts
  • Claim ownership or report listing
  • Want your business to be the top-listed Media Company?

Share